• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Leo

ସିଂହ

Friday 09 Dec 2022

ମଘା – ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସାମାଜିକ କାର୍ଯ୍ୟରେ ରୁଚି ବଢିବ।
ପୂ , ଫାଲଗୁନୀ -  ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।
ଉ ,ଫାଲଗୁନୀ – ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :