• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Virgo

କନ୍ୟା

Friday 09 Dec 2022

ଉ , ଫାଲଗୁନୀ – ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଅଫିସ୍‌ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ
ହସ୍ତା – ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ
ଚିତ୍ରା – ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ପ୍ରତିକାର -  ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :