• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Libra

ତୁଳା

Friday 09 Dec 2022

ଚିତ୍ରା – ସପଂର୍କ ଓ ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ। 
ସ୍ୱାତୀ – ଚାକିରିରେ ଯୋଗ୍ୟତା ଅନୁସାରେ  କୌଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ।
ବିଶାଖା – ସତକଥା କହିବାକୁ ଯାଇ ଦୋଷାରୋପ ହୋଇପାରନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। 

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :