• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Scorpio

ବିଛା

Friday 09 Dec 2022

ବିଶାଖା – ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ।
ଅନୁରାଧା – କୌଣସି  କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । ଅଧ୍ୟୟନରେ ଏକାଗ୍ରତା ବଜାୟ ରଖିବେ।
ଜ୍ୟେଷ୍ଠା  –  ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ସନ୍ଦେହ ଓ ଭୁଲ ବୁଝାବଣାରୁ ପାରିବାରିକ କଳହ ସୃଷ୍ଟି ହୋଇପାରେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :