• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Sagittarius

ଧନୁ

Friday 09 Dec 2022

ମୂଳା – ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । କୃଷି ପଶୁରେ ଉନ୍ନତି ଓ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ।
ପୂ , ଷାଢା – ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ରାଜନୈତିକତା ଉତ୍ପରତା ବଢିବ ।
ଉ , ଷାଢା – ପ୍ରତିବାଦର ସାମ୍ନା କରିବାକୁ ପଡିପାରେ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । 

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :