• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Capricorn

ମକର

Friday 09 Dec 2022

ଉ , ଷାଢା -  ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ।
ଶ୍ରବଣା – ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ  ସୁଯୋଗ ମିଳିପାରେ।
ଧନିଷ୍ଠା – ନୂଆ କଳାକୌଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତିମାନେ ସଫଳତା ପାଇବେ 

ପ୍ରତିକାର – ସୂର୍ଯ୍ୟଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :