• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2023 : ପ୍ରେମ କ୍ଷେତ୍ରରେ ସଫଳତା, ରାଜନୀତିରେ ନୂତନ ସମସ୍ୟାରେ ପୀଡିତ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶନିବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ( ମଳ ) ପ୍ରାତଃ ୦୬.୩୧ ଗତେ ୧୨ ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aries

ମେଷ

Saturday 09 Dec 2023

ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
କୃତିକା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :