ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୧୪ ଗତେ ମୀନ,ତିଥି-୮ମୀ ଦିବା ୦୮.୦୩ ଗତେ ୯ମୀ ନିଶାନ୍ତ ୦୬.୦୨ ଗତେ ୧୦ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୧୪ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୫ ପର୍ଯ୍ୟନ୍ତ
ଧନିଷ୍ଠା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାର୍ୟ୍ୟ ସୁଚାରୁରୂପେ ତୁଲାଇବେ ।
ଶତଭିଷା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
ପୂ,ଭାଦ୍ରପଦ- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮