ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୧୪ ଗତେ ମୀନ,ତିଥି-୮ମୀ ଦିବା ୦୮.୦୩ ଗତେ ୯ମୀ ନିଶାନ୍ତ ୦୬.୦୨ ଗତେ ୧୦ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୧୪ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୫ ପର୍ଯ୍ୟନ୍ତ
ମୃଗଶିରା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ
ଆଦ୍ରା- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ ।
ପୁନର୍ବସୁ- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫