ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୧୪ ଗତେ ମୀନ,ତିଥି-୮ମୀ ଦିବା ୦୮.୦୩ ଗତେ ୯ମୀ ନିଶାନ୍ତ ୦୬.୦୨ ଗତେ ୧୦ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୧୪ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୫ ପର୍ଯ୍ୟନ୍ତ
ପୁନର୍ବସୁ- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ
ପୁଷ୍ୟା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ଅଶ୍ଲେଷା- ମାଲିମୋକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬