ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୧୪ ଗତେ ମୀନ,ତିଥି-୮ମୀ ଦିବା ୦୮.୦୩ ଗତେ ୯ମୀ ନିଶାନ୍ତ ୦୬.୦୨ ଗତେ ୧୦ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୧୪ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୫ ପର୍ଯ୍ୟନ୍ତ
ମଘା- ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।
ପୂ,ଫାଲଗୁନି- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।
ଉ,ଫାଲଗୁନି- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର୍ୟ୍ୟରେ ଅଶାନ୍ତି ଉପୁଜିବ
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧