Daily Horoscope 9th December 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ନୂଆ ଚାକିରି
/odishatv-khabar/media/media_files/uploadimage/library/16_9/16_9_0/IMAGE_1733711024-548927.jpg)
ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୧୪ ଗତେ ମୀନ,ତିଥି-୮ମୀ ଦିବା ୦୮.୦୩ ଗତେ ୯ମୀ ନିଶାନ୍ତ ୦୬.୦୨ ଗତେ ୧୦ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୧୪ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୫ ପର୍ଯ୍ୟନ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
