• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଅନେକ ସଫଳତା ପାଇବେ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।

Taurus

ବୃଷ

Friday 09 Feb 2024

କୃତିକା- ବୃଥା ସନ୍ଦେହ ଓ ଭୁଲ୍ ବୁଝାମଣା ଜନିତ ପରିବାର ମଧ୍ୟରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ଦେଖା ଦେଇପାରେ। କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।

ରୋହିଣୀ- ରାଜନୈତିକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ । ସଙ୍ଗୀତ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ବିଦ୍ୟାର୍ଥୀମାନେ କ୍ୟାରିୟର ପ୍ରତି ସଚେତନ ହେବେ ।

ମୃଗଶିରା- ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମ ଆକସ୍ମିକ ସମସ୍ୟା ହେତୁ ବାତିଲ ହେବାର ଆଶଙ୍କା ଦେଖାଦେବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ।

ପ୍ରତିକାର – ଶୁକ୍ରଙ୍କ ମନ୍ତ୍ର ଜପ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :