• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଅନେକ ସଫଳତା ପାଇବେ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।

Pisces

ମୀନ

Friday 09 Feb 2024

ପୂ,ଭାଦ୍ରପଦ- ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । ମାତାପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ସ୍ଥିରତା କେତେକାଂଶରେ ଆସିବ। ପ୍ରେମ ସମ୍ପର୍କରେ ଦୃଢତା ଆଣିବେ ।

ଉ,ଭାଦ୍ରପଦ- ବ୍ୟବସାୟ, ପ୍ରଶାସନ, ରାଜନୀତି ଓ ଗବେଷଣାରେ ଉନ୍ନତି କରିବେ। ଉଚ୍ଚ ଶିକ୍ଷା ପଢିବାକୁ ଚାହୁଁ ଥିବା ବିଦ୍ୟାର୍ଥୀମାନେ ସଫଳତା ପାଇବେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ।

ରେବତୀ- ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା ପ୍ରଭୃତି କ୍ଷେତ୍ରରେ ସମସ୍ୟାର ଆଶଙ୍କା ଦୂର ହୋଇଯିବ। ମହିଳାମାନଙ୍କ ମାନସମ୍ମାନ ବୃଦ୍ଧି ପାଇବ ।

ପ୍ରତିକାର – ଗୌର ବର୍ଣ୍ଣର ବ୍ରାହ୍ନଣଙ୍କର ସେବା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :