• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଅନେକ ସଫଳତା ପାଇବେ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।

Gemini

ମିଥୁନ

Friday 09 Feb 2024

ମୃଗଶିରା- କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ବ୍ୟବସାୟରେ ଅନେକ ସଫଳତା ପାଇବେ ।

ଆଦ୍ରା- ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ଆତ୍ମୀୟମାନଙ୍କ ବେଖାତିର ମନୋଭାବ ଦୁଃଶ୍ଚିନ୍ତାକୁ ବଢାଇପାରେ। ରାଜନୈତିକ ସଭାସମିତିରେ ଯୋଗଦେଇପାରନ୍ତି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବ୍ୟାଘାତ ଘଟିପାରେ।

ପୁନର୍ବସୁ- ଜମିଜମା କାରବାର ଏବଂ ଗାଡ଼ିମୋଟର ମରାମତି ପ୍ରଭୃତି ସକାଶେ ବ୍ୟସ୍ତତା ବଢ଼ିଯିବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ଖର୍ଚ୍ଚ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ

ପ୍ରତିକାର - ବୁଧଙ୍କର ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :