• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଅନେକ ସଫଳତା ପାଇବେ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।

Cancer

କର୍କଟ

Friday 09 Feb 2024

ପୁନର୍ବସୁ- ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ସ୍ୱାସ୍ଥ୍ୟ ପାଇଁ ଚିନ୍ତାରେ ରହିବେ । ହଠାତ୍ ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ ।

ପୁଷ୍ୟା- ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ଓ ସଚ୍ଚୋଟତା କାରଣରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ । ଛାତ୍ରଛାତ୍ରୀମାନେ ପଢାପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷା ହାସଲ କରିବେ

ଅଶ୍ଲେଷା- ନିଜ ଲୋକମାନେ ବିଶ୍ୱାସ ଘାତକତା କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଧୈର୍ଯ୍ୟ ଧରି ରହିପାରିଲେ ଉପକୃତ ହେବେ

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :