• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଅନେକ ସଫଳତା ପାଇବେ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।

Leo

ସିଂହ

Friday 09 Feb 2024

ମଘା- ପାରିବାରିକ କ୍ଷେତ୍ରରେ ବିବାଦ ହେବା କାରଣରୁ ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହେବ । ପୁରାତନ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୋଗାଯୋଗକଲେ ଉପକୃତ ହେବେ । ପୂର୍ବରୁ କରିଥିବା କରଜ ପରିଶୋଧ କରିବେ

ପୂ,ଫାଲଗୁନି- ବ୍ୟବସାୟ କ୍ଷେତ୍ରରେ ଲାଭ ଓ କ୍ଷତି ସମାନ ପରିମାଣରେ ରହିବ । ପ୍ରଶାସନିକ ସ୍ତରରେ ଚେଷ୍ଟାକଲେ ଅବଶ୍ୟ ଉପକୃତ ହେବେ । ଶତ୍ରୁଙ୍କଠାରୁ ଦୂରରେ ରୁହନ୍ତୁ

ଉ,ଫାଲଗୁନି- ଅସାବଧାନତାରୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ସଭାସମିତି, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ। କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି ।

ପ୍ରତିକାର – ବିଷ୍ଣୁଙ୍କର ଉପାସନା କରିବ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :