• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଅନେକ ସଫଳତା ପାଇବେ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।

Virgo

କନ୍ୟା

Friday 09 Feb 2024

ଉ,ଫଳଗୁନି- ସ୍ୱାସ୍ଥ୍ୟ ସମସ୍ୟା ସାମୟିକ ମନକୁ ଭାରାକ୍ରାନ୍ତ କରିପାରେ। ଆଜି ଆପଣଙ୍କ ସକାଶେ କୌଣସି କାମ ଅସାଧ୍ୟ ରହିବ ନାହିଁ । ନିକଟରେ ରହୁଥିବା ବ୍ୟକ୍ତିମାନେ ଶତ୍ରୁତା ଆଚରଣ କରିପାରନ୍ତି

ହସ୍ତା- ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ଗୃହସୀମା, ଜମିଜମାରେ ସମସ୍ୟାମୁକ୍ତ ରହିବେ । ବିଦ୍ୟାର୍ଥୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ

ଚିତ୍ରା- ଶିକ୍ଷା, ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ। ଆଜିର ଯାତ୍ରାରେ ପ୍ରତିବନ୍ଧକ ଦେଖାଦେଇପାରେ। ପ୍ରତ୍ୟେକ କାମ ପାଇଁ ଦୀର୍ଘସମୟ ଅପେକ୍ଷା କରିବାକୁ ପଡ଼ିବ।

ପ୍ରତିକାର - ଛୋଟପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :