• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଅନେକ ସଫଳତା ପାଇବେ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।

Capricorn

ମକର

Friday 09 Feb 2024

ଉ,ଷାଢା- କଠୋର ପରିଶ୍ରମ ଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ ।

ଶ୍ରବଣା- ଅଫିସ୍ କାର୍ଯ୍ୟରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ସାମାଜିକ ସ୍ତରରେ କିମ୍ବା ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ରାଜନୈତିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।

ଧନିଷ୍ଠା- ଜମିଜମା ବିବାଦ ଝଗଡ଼ାର ସରଳ ସମାଧାନ ହୋଇପାରିବ । ମହିଳାମାନଙ୍କ ପାଇଁ ଦିନଟି ଆନନ୍ଦ ଉଲ୍ଲାସମୟ ରହିବ । ନୂତନ ଯାନବାହନ କ୍ରୟ କରିବେ ।

ପ୍ରତିକାର – କଳା ରାଶି ଗୁଣ୍ଡ ପିମ୍ପୁଡି ଗାତ ନିକଟରେ ପକାନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :