ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।
ମୃଗଶିରା- ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସଂପନ୍ନ ହେବା କଷ୍ଟକର ହୋଇପାରେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି
ଆଦ୍ରା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ପୁନର୍ବସୁ- କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଶୁ ଶୁଣାଣି ହେବ, କିନ୍ତୁ ସନ୍ତୋଷ ପାଇ ପାରିବେ ନାହିଁ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ୟ୍ୟ ସାଧନ କରିବେ।
ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫