ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।
ଉ- ଫାଲ୍ଗୁନୀ- ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ଦୁଶ୍ଚିନ୍ତାର କାରଣ ହୋଇପାରେ । ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ।
ହସ୍ତା- କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ ।
ଚିତ୍ରା- ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।
ପ୍ରତିକାର - ଦହି ଖାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫