• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।

Libra

ତୁଳା

Thursday 09 Feb 2023

ଚିତ୍ରା- କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାରେ ସାହସ ଜୁଟିଯିବ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ।

ସ୍ୱାତୀ- ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ବିଶାଖା- ବିଦେଶରେ ପାଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ପୈତୃକ ସମ୍ପତିକୁ ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।

ପ୍ରତିକାର – ପାରାକୁ କିଛି ଖାଦ୍ୟ ଦେଇ ଖାଦ୍ୟ ଗ୍ରହଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :