• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।

Scorpio

ବିଛା

Thursday 09 Feb 2023

ବିଶାଖା- ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।

ଅନୁରାଧା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।

ଜ୍ୟୋଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ

ପ୍ରତିକାର – ମାଆ ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :