• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।

Sagittarius

ଧନୁ

Thursday 09 Feb 2023

ମୂଳା- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ ।

ପୂ, ଷାଢା- ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ ।

ଉ, ଷାଢା- କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ

ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :