Daily Horoscope 9th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର । ତିଥି – ୩ୟା ପ୍ରାତଃ ୦୬.୨୩ ଗତେ ୪ର୍ଥୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୧୦.୨୬ ପର୍ଯ୍ୟନ୍ତ ।

Aries

ମେଷ

Thursday 09 Feb 2023

ଅଶ୍ୱନୀ- ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।

କୃତିକା- ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ। ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ

ଦ୍ୱିଜା- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।

ପ୍ରତିକାର -କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :