ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।
କୃତିକା- କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ।
ରୋହିଣୀ- ଅତ୍ୟଧିକ ଭାବପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୌଶଳରେ ଆଦାୟ କରିବାକୁ ସମର୍ଥ ହେବେ ।ଈଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।
ମୃଗଶିରା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲା ପରି କଥା ଶୁଣିବାକୁ ପାଇପାରନ୍ତି ।
ପ୍ରତିକାର – ମା’ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬