• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

Aquarius

କୁମ୍ଭ

Sunday 09 Feb 2025

 

ଧନିଷ୍ଠା – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସଂପର୍କୀୟମାନଙ୍କ ସହିତ ବନ୍ଧୁତାରେ ଆବଦ୍ଧ ହୋଇପାରନ୍ତି । ସୁଖ, ସମୃଦ୍ଧି ବଢିବ। ମହିଳାମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

ଶତଭିଷା – ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ ।

ପୂ , ଭାଦ୍ରପଦ – ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :