ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।
ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର୍ୟ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତ୍ତନ ପାଇଁ ଦିନଟି ଭଲ।
ଉ,ଭାଦ୍ରପଦ- ସହକର୍ମୀମାନେ ସାହାଯ୍ୟକାରୀ ସାବ୍ୟସ୍ତ୍ୟ ହେବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅତୀତ ସ୍ମୃତି ତାଜା ହୋଇପାରେ । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ।
ରେବତୀ- ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩