ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।
ମୃଗଶିରା - ଖାଦ୍ୟପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ଆଦ୍ରା - ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।
ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ।
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫