• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

Cancer

କର୍କଟ

Sunday 09 Feb 2025

ପୁନର୍ବସୁ- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

ପୁଷ୍ୟା- କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ।

ଅଶ୍ଲେଷା- ଧନଲାଭର ସୁଯୋଗ ପାଇବେ । କୈାଣସି କଥାକୁ ନେଇ ଆପଣ ଉତ୍ସାହିତ ରହିବେ । ଚାକିରି ବୃତ୍ତିରେ ଭଲ ଶୁଭ ଖବର ପାଇବେ । ସମସ୍ତଙ୍କ ନଜରରେ ଭଲ ହୋଇ ରହିବେ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :