ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।
ମଘା – ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।
ପୂ , ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତ୍ରୁମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧