• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

Virgo

କନ୍ୟା

Sunday 09 Feb 2025

ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶୀଘ୍ର ବୁଝିନେବେ।

ହସ୍ତା- ବାପା, ମାଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ଅଫିସରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ । ସାଙ୍ଗସାଥିମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରିପାରନ୍ତି ।

ଚିତ୍ରା- ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :