• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

Libra

ତୁଳା

Sunday 09 Feb 2025

ଚିତ୍ରା – ହଜମଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ବିଦେଶରେ ଥିବା ସପଂର୍କୀୟଙ୍କ ସହିତ କଥା ହେବା ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରି କ୍ଷେତ୍ରରେ ଭଲ ବେତନ ପାଇବେ ।

ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।

ବିଶାଖା – ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ।

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :