• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

Scorpio

ବିଛା

Sunday 09 Feb 2025

ବିଶାଖା- ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସରେ ବଡ ଅଧିକାରୀମାନଙ୍କର ସହଯୋଗ ପାଇବେ । ଆମଦାନୀ ବୃଦ୍ଧି ହେବାର ସମ୍ଭାବନା ରହିଛି । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ ।

ଅନୁରାଧା- ରାଜନୀତିରେ ଚାପରେ ଗତିକରିବେ । ଚାକିରି କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପିଲାମାନେ ଦ୍ୱନ୍ଦ୍ୱ ଭିତରକୁ ପ୍ରବେଶ କରିବେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ଜ୍ୟେଷ୍ଠା- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ୍ତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :