• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

Sagittarius

ଧନୁ

Sunday 09 Feb 2025

ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦ୍ୱରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ।

ପୂ , ଷାଢା – ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ।

ଉ , ଷାଢା – ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :