• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

Capricorn

ମକର

Sunday 09 Feb 2025

ଉ,ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ ।

ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ।

ଧନିଷ୍ଠା- କ୍ୟାରିୟରରେ ମୋଡ ପରିବର୍ତ୍ତନ ଲାଗି ଦିନଟି ଶୁଭ ରହିବ । ଜମିଜମାକୁ ନେଇ ଗଣ୍ଡେଗୋଳ ସୃଷ୍ଟି ହୋଇପାରେ । ଘରର ବୟୋଜ୍ୟେଷ୍ଠଙ୍କର ପରାମର୍ଶ ନେଇ କାର୍ୟ୍ୟ କରିଲେ ସଫଳତା ପାଇବେ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :