• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ଜୀବନ ମଧୁର ମୟ ରହିବ

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୯ ମଙ୍ଗଳବାର । ଚନ୍ଦ୍ର- ବିଛା ରାତ୍ରି ୦୯.୧୦ ଗତେ ଧନୁ । ତିଥି- ୧୩ଶୀ ରାତ୍ରି ୧୦.୨୫ ଗତେ ୧୪ଶୀ । ଘାତଚନ୍ଦ୍ର- ରାତ୍ରି ୦୯.୧୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନୀ ଭୂମିଦାନ ।

Aries

ମେଷ

Tuesday 09 Jan 2024

ଅଶ୍ୱନୀ- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାଯ୍ୟରେ ପୂରା କରିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।

ଦ୍ୱିଜା- ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତ୍ତନ କରିପାରନ୍ତି । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ ।

କୃତିକା- ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ଖେଳକୁଦରେ ମନ ଦେବେ । ଫିଲ୍ମ ଉଦ୍ୟୋଗୀ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ପ୍ରତିକାର- ୫ଟି ନାଲି ମନ୍ଦାର ଫୁଲକୁ ସୁର୍ଯ୍ୟଦେବତାକୁ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :