• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Jan 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Wednesday 10 Jan 2024

କୃତିକା- ସ୍ୱାସ୍ଥ୍ୟ ବହୁତ ଭଲ ରହିବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ । 
ରୋହିଣୀ- ଅନ୍ୟମନସ୍କ ରହି ବିଭିନ୍ନ ସମସ୍ୟାକୁ ଡାକି ଆଣି ପାରନ୍ତି । କୌଣସି ହୃଦୟବାନ୍ ବ୍ୟକ୍ତିଙ୍କ ସହାୟତାରରୁ କାର୍ଯ୍ୟ ସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ ।
ମୃଗଶିରା- ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଧର୍ମ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । 
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :