• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Jan 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Wednesday 10 Jan 2024

ପୂ,ଭାଦ୍ରପଦ- କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ ।
ଉ,ଭାଦ୍ରପଦ- ନୂଆ ପ୍ରକଳ୍ପରେ କାମ କରିବାର ସୁଯୋଗ ମିଳିବ । ବିଶେଷ ବନ୍ଧୁର ସ୍ୱାଗତ ସତ୍କାରରେ ବ୍ୟସ୍ତ ରହିବେ । ଦିନଟି ମହତ୍ୱପୂର୍ଣ୍ଣ କାମ ସାରିବାରେ ବିତିବ । 
ରେବତୀ- ବନ୍ଧୁଙ୍କ ଦ୍ୱାରା ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ସମ୍ପତି ଓ ଯାନବାହାନ କ୍ରୟବିକ୍ରୟ କରିପାରନ୍ତି । ସଞ୍ଚୟ କମ୍ ଓ ଖର୍ଚ୍ଚ ଅଧିକ ହେବ ।
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :