• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Jan 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Wednesday 10 Jan 2024

ଉ,ଫଳଗୁନି- ଧାର୍ମିକ କାର୍ଯ୍ୟ ପ୍ରତି ଆସ୍ଥା ବଢିବ । ଅର୍ଥନୈତିକ କାରବାର ଦିଗରେ ସଫଳ ଲାଭ କରିବେ । ପ୍ରେମିକ ପ୍ରେମିକା ମାନଙ୍କ ପାଇଁ ଭଲ ସମୟ ଚାଲିଛି । 
ହସ୍ତା- ପ୍ରଶାସନିକ ସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇପାରିବ । ପ୍ରିୟ ବ୍ୟକ୍ତିଙ୍କ ସହଯୋଗରୁ ମୂଲ୍ୟବାନ୍ ଦ୍ରବ୍ୟ ପାଇପାରନ୍ତି । ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ଆପଣଙ୍କ ପ୍ରଶଂସାରେ ଶତମୁଖ ହୋଇ ଉଠିବ। 
ଚିତ୍ରା- କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍‌ସନ ବୃଦ୍ଧି ପାଇପାରେ । ଯାନ ଚଳାଇବା ବେଳେ ଫୋନ ର ବ୍ୟବହାର କରନ୍ତୁ ନାହିଁ । ରାସ୍ତାରେ କୌଣସି ସାହାର୍ଯ୍ୟ କାରୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ । 
ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :