• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Jan 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Wednesday 10 Jan 2024

ଚିତ୍ରା- ପ୍ରିୟ ବନ୍ଧୁଙ୍କଠାରୁ ସାହାଯ୍ୟ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। 

ସ୍ୱାତୀ- କାମ ସମ୍ପର୍କିତ ଉଦ୍ୟମରେ ଆପଣ ସଫଳ ହେବେ ।ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଶିକ୍ଷା ସମ୍ପର୍କିତ ସମସ୍ୟା ମାସିକ ସ୍ଥିତିକୁ ବିଷାଦିତ କରି ରଖିବ । 

ବିଶାଖା- ବାସସ୍ଥାନ ବା ଯାନବାହାନର ନବୀକରଣ କରିବା ପାଇଁ ସୁବିଧା ସୁଯୋଗ ପାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅଚାନକ ଧନ ଲାଭ ହେବ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :