• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Jan 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Wednesday 10 Jan 2024

ବିଶାଖା- ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ । ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ ।

ଅନୁରାଧା- ଆପଣ ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବିଭିନ୍ନ ସମସ୍ୟା ନେଇ ମନରେ ସବୁବେଳେ ଟେନ୍ସନ ଲାଗି ରହିବ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।

ଜ୍ୟେଷ୍ଠା- ଯାନବାହାନ କିଣିବାର ଅବସର ମିଳିବ । ଧର୍ମ କାର୍ଯ୍ୟରେ ଆସ୍ଥା ବଢିବ । ଅଟକି ରହିଥିବା କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତି ନେଇପାରନ୍ତି । 

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :