• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Jan 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Wednesday 10 Jan 2024

ମୂଳା- ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । କର୍ମ କ୍ଷେତ୍ରରେ  ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜୀବନସାଥୀ ସହିତ ବାହାରକୁ ବୁଲିଯିବେ ।

ପୂ,ଷାଢା- ଜୀବନ ସାଥୀର ପ୍ରେମ ଓ ସୁଖ ପାଇବେ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ୱାରା ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ସନ୍ତାନ ପକ୍ଷରୁ ସୁଖଦ ଖବର ପାଇବେ ।

ଉ,ଷାଢା- ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ଦୁଶ୍ଚିନ୍ତାକୁ ବଢ଼ାଇ ଦେଇପାରେ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ସାହାଯ୍ୟ କରିବ।

ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :