ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୯ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୦୮.୪୬ ଗତେ ବୃଷ,ତିଥି- ୧୦ ମୀ ଦିବା ୧୨.୨୨ ଗତେ ୧୧ଶୀ, ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୮.୪୬ ଗତେ ବିଛା ରାଶିର,ପୁଷ୍କର ଦୋଷ- ଦିବା ୦୩.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ମୃଗଶିରା- ଦେହ ପିଡାରୁ ମୁକ୍ତ ରହିବେ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।
ଆଦ୍ରା- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ପୁନର୍ବସୁ- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ । କୋର୍ଟ ମାମଲାରେ ଲାଭ ହେବ ।
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫