ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୯ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୦୮.୪୬ ଗତେ ବୃଷ,ତିଥି- ୧୦ ମୀ ଦିବା ୧୨.୨୨ ଗତେ ୧୧ଶୀ, ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୮.୪୬ ଗତେ ବିଛା ରାଶିର,ପୁଷ୍କର ଦୋଷ- ଦିବା ୦୩.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଉ- ଫାଲ୍ଗୁନୀ- କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । କର୍ମକ୍ଷେତ୍ରରେ ସବୁ କାର୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ । ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି ।
ହସ୍ତା- ରାଜନିତିରେ କୈାଣସି କାର୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।
ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫