Advertisment

Daily Horoscope 9th July 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ନଚେତ୍‌....

author-image
Satyendu Shekher Mishra
Daily Horoscope 9th July 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ନଚେତ୍‌....
ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଦିବା ୦୨.୫୮ ଗତେ ମୀନ । ତିଥି – ୭ମୀ ରାତ୍ରି ୦୮.୦୦ ଗତେ ଅଷ୍ଟମୀ । ଘାତ ଚନ୍ଦ୍ର – ଧନୁ ଅହୋରାତ୍ର । ଘାତ ବାର – ମେଷ ।