ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଦିବା ୦୨.୫୮ ଗତେ ମୀନ । ତିଥି – ୭ମୀ ରାତ୍ରି ୦୮.୦୦ ଗତେ ଅଷ୍ଟମୀ । ଘାତ ଚନ୍ଦ୍ର – ଧନୁ ଅହୋରାତ୍ର । ଘାତ ବାର – ମେଷ ।
ଉ- ଫାଲ୍ଗୁନୀ- କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ହସ୍ତା- ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁ ସାମୟିକ ବିଚଳିତ ହେବେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି ।
ଚିତ୍ରା- ଆପଣଙ୍କ ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବଢ଼ିବ। ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣିପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ