• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Taurus

ବୃଷ

Tuesday 09 Jul 2024

କୃତିକା- ଶରୀର ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍ । ପରିବାରରେ ଖର୍ଚ୍ଚ ପରିମାଣ ଦିଗୁଣା ହେବା । କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ ।

ରୋହିଣୀ- ଅଫିସ୍ କାର୍ଯ୍ୟରେ ବେଶି ବ୍ୟସ୍ତ ରହି ଘର ପାଇଁ ରହିଥିବା ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେଇପାରନ୍ତି। ରାଜନୀତିରେ ଜନସେବା ପ୍ରତି ମନ ବଳିବ

ମୃଗଶିରା- ନୂତନ ଘର, ଗାଡ଼ି କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିପାରନ୍ତି। ଜୀବନରେ ନୁଆ କିଛି ଶିଖିବାର ସଙ୍କେତ ପାଇ ପାରନ୍ତି

ପ୍ରତିକାର – କୈାଣସି ଧର୍ମାନୁଷ୍ଠାନରେ କିଛି ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :