• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Pisces

ମୀନ

Tuesday 09 Jul 2024

ପୂ,ଭାଦ୍ରପଦ- ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଦୈହିକ ଦୁର୍ବଳତା କ୍ରମଶଃ ବୃଦ୍ଧି ପାଇବ ।

ଉ,ଭାଦ୍ରପଦ-ଅଫିସରରେ କୌଣସି କାମକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ। ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପିଲାଙ୍କ ପାଠପଢ଼ା ସମସ୍ୟା ନେଇ ଚିନ୍ତିତ ରହିବେ।

ରେବତୀ- ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ପରେ ସେଥିରେ ସଫଳତା ହାସଲ କରିବେ । ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।

ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :