• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Cancer

କର୍କଟ

Tuesday 09 Jul 2024

ପୁନର୍ବସୁ- କର୍ମକ୍ଷେତ୍ରରେ ସହକର୍ମୀଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହୋଇଯିବେ। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ

ପୁଷ୍ୟା- ସହକର୍ମୀଙ୍କ ସହ ଆଳାପ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ। ଅଫିସରେ ଥିବା ସମୟରେ ହଠାତ୍ କୌଣସି ଖବର ପାଇ ଚକିତ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଚିତ ଅଭିଳାଷ ପୂରଣ ହେବ ।

ଅଶ୍ଲେଷା- ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଅତି ଭଲ ପାଉଥିବା ବ୍ୟକ୍ତିଟି ପ୍ରତି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ ।

ପ୍ରତିକାର – ସକାଳୁ ପଶୁ- ପକ୍ଷୀ ମାନଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :